Isaiah 53:10 — Compare Translations

5 translations compared side by side

Odia - 1840
"ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)