Isaiah 53:11 — Compare Translations
5 translations compared side by side
Odia - 1840
"ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।