Isaiah 53:12 — Compare Translations
5 translations compared side by side
Odia - 1840
"ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧିଅରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନବେେ। କାରଣ ସେ ମୃତ୍ଯୁ ମୁଖ ରେ ତାଙ୍କର ଜୀବନ ଦଇେ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ⇧ ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।