Isaiah 53:2 — Compare Translations

5 translations compared side by side

Odia - 1840
"କାରଣ ସେ ତାହାଙ୍କ ଦୃଷ୍ଟି ରେ ଚାରା ତୁଲ୍ଯ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ଯ ବଢ଼ିଲେ। ତାଙ୍କର ଐଶ୍ଚର୍ୟ୍ଯ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ୟ୍ଯ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।