Isaiah 53:3 — Compare Translations

5 translations compared side by side

Odia - 1840
"ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।