Isaiah 53:4 — Compare Translations
5 translations compared side by side
Odia - 1840
"ମାତ୍ର ସେ ଆମ୍ଭର ଦୁଃଖ ୟାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ଯଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭମାନେେ ତାଙ୍କୁ ପରମେଶ୍ବରଙ୍କ ଦ୍ବାରା ନିର୍ୟ୍ଯାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି । ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ଵରଙ୍କ ଦ୍ଵାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଆମ୍ଭର ଦୁଃଖ ଯାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭେମାନେ ତାଙ୍କୁ ପରମେଶ୍ୱରଙ୍କ ଦ୍ୱାରା ନିର୍ଯ୍ୟାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।