Isaiah 53:5 — Compare Translations

5 translations compared side by side

Odia - 1840
"ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ୟ୍ଯ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରି ଦେଲେ। ତାଙ୍କର କ୍ଷତ ରେ ଆମ୍ଭମାନେେ ଆରୋଗ୍ୟ ଲାଭ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ଯ୍ୟ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରିଦେଲେ। ତାଙ୍କର କ୍ଷତରେ ଆମ୍ଭେମାନେ ଆରୋଗ୍ୟ ଲାଭ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।