Isaiah 53:6 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭମାନେେ ସମସ୍ତେ ମଷେପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପଥରେ ୟାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡ ରେ ନଇେ ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।