Isaiah 53:7 — Compare Translations

5 translations compared side by side

Odia - 1840
"ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।