Isaiah 53:9 — Compare Translations
5 translations compared side by side
Odia - 1840
"ସେ ମୃତ୍ଯୁବରଣ କଲେ ଓ ଧନୀମାନଙ୍କ ସହ କବର ନେଲେ। ପୁଣି ଦୁଷ୍ଟଗଣଙ୍କ ସହ ତାଙ୍କର କବର ନିରୂପଣ କରାଗଲା। ଯଦିଓ ତାଙ୍କର କିଛି ଛଳ ନ ଥିଲା ଓ ସେ ମିଥ୍ଯା କହି ନ ଥିଲେ, ତଥାପି ତାଙ୍କ ପ୍ରତି ଏହିପରି ଦୌରାତ୍ମ୍ଯ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୃତ୍ୟୁବରଣ କଲେ ଓ ଧନୀମାନଙ୍କ ସହ କବର ନେଲେ। ପୁଣି ଦୁଷ୍ଟଗଣଙ୍କ ସହ ତାଙ୍କର କବର ନିରୂପଣ କରାଗଲା। ଯଦିଓ ତାଙ୍କର କିଛି ଛଳ ନ ଥିଲା ଓ ସେ ମିଥ୍ୟା କହି ନ ଥିଲେ, ତଥାପି ତାଙ୍କ ପ୍ରତି ଏହିପରି ଦୌରାତ୍ମ୍ୟ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।