Isaiah 54:1 — Compare Translations

5 translations compared side by side

Odia - 1840
"ହେ ବନ୍ଧ୍ଯା, ଅପ୍ରସୂତି ନାରୀ! ତୁମ୍ଭେ ଗାନ କର। ହେ ଗର୍ଭବଦନୋରହିତ ନାରୀ! ତୁମ୍ଭେ ଉଚ୍ଚସ୍ବର ରେ ଗାନକରି ଆନନ୍ଦଧ୍ବନି କର। କାରଣ ସଦାପ୍ରଭୁ କୁହନ୍ତି, ବିବାହିତା ଭାର୍ୟ୍ଯାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚ- ସ୍ଵରରେ ଗାନ କରି ଆନନ୍ଦଧ୍ଵନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ଲୋକଙ୍କୁ ଗୃହକୁ ଆଣନ୍ତି “ହେ ବନ୍ଧ୍ୟା, ଅପ୍ରସୂତେ ନାରୀ! ତୁମ୍ଭେ ଗାନ କର। ହେ ଗର୍ଭବେଦନାରହିତ ନାରୀ! ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର। କାରଣ ସଦାପ୍ରଭୁ କୁହନ୍ତି, “ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
Odia IRV 2017 (ଓଡିଆ ବାଇବେଲ)
“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର,” କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।