Isaiah 54:11 — Compare Translations
5 translations compared side by side
Odia - 1840
" ହେ ଦୁଃଖିନୀ, ତାଫୋନ ବିଧ୍ବସ୍ତ ଓ ସାନ୍ତ୍ବନା ବିରହିତ ନଗରୀ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣ ରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ବାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ଵନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ଵାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଦୁଃଖିନୀ, ତୋଫାନ ବିଧ୍ୱସ୍ତ ଓ ସାନ୍ତ୍ୱନା ବିରହିତ ନଗରୀ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।