Isaiah 54:12 — Compare Translations
5 translations compared side by side
Odia - 1840
"ଆମ୍ଭେ ପଦ୍ମରାଗ ମଣି ରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ୟ୍ଯକାନ୍ତ ମଣି ରେ ତୁମ୍ଭ ନଗରର ଦ୍ବାର ସକଳ ଓ ମନୋରମ ପ୍ରସ୍ତର ରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକା; ମଣିରେ ତୁମ୍ଭ ନଗରର ଦ୍ଵାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାର ସକଳ ଓ ମନୋରମ ପ୍ରସ୍ତରରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।