Isaiah 54:13 — Compare Translations
5 translations compared side by side
Odia - 1840
"ତୁମ୍ଭର ସନ୍ତାନମାନେ ସମସ୍ତେ ପରମେଶ୍ବରଙ୍କ ଦ୍ବାରା ଶିକ୍ଷିତ ହବେେ ଓ ସମାନଙ୍କେର ପରମ ଶାନ୍ତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ଵାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସନ୍ତାନମାନେ ସମସ୍ତେ ପରମେଶ୍ୱରଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ସେମାନଙ୍କର ପରମ ଶାନ୍ତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।