Isaiah 54:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ଧାର୍ମିକତା ରେ ସ୍ଥିରୀକୃତ ହବେ; ତୁମ୍ଭେ ଅତ୍ଯାଚାରରୁ ଦୂ ରଇେ ରହିବ; କାରଣ ତୁମ୍ଭେ ଭୟଭୀତ ହବେ ନାହିଁ, ପୁଣି ଭୟଠାରୁ ଦୂ ରଇେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ନୋହିବ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଅତ୍ୟାଗ୍ଭରରୁ ଦୂରେଇ ରହିବ; କାରଣ ତୁମ୍ଭେ ଭୟଭୀତ ହେବ ନାହିଁ, ପୁଣି ଭୟଠାରୁ ଦୂରେଇ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।