Isaiah 54:15 — Compare Translations
5 translations compared side by side
Odia - 1840
"ଏଠାକୁ ଦେଖ, ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଏକମତ ହାଇପୋରନ୍ତି, କିନ୍ତୁ ସମାନେେ ମାେ ପ୍ରତି ଯେ କହେି ତୁମ୍ଭ ବିରୁଦ୍ଧ ରେ ୟାଏ, ସେ ସମାନଙ୍କେ ପତିତକୁ ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ଵାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାକୁ ଦେଖ, ଲୋକମାନେ ତୁମ୍ଭ ବିରୁଦ୍ଧରେ ଏକମତ ହୋଇପାରନ୍ତି, କିନ୍ତୁ ସେମାନେ ମୋ’ ପ୍ରତି ଯେକେହି ତୁମ୍ଭ ବିରୁଦ୍ଧରେ ଯାଏ, ସେ ସେମାନଙ୍କ ପତିତକୁ ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।