Isaiah 54:16 — Compare Translations
5 translations compared side by side
Odia - 1840
" ଦେଖ, ଯେଉଁ କମାର କୋଇଲା ରେ ଅଗ୍ନିଦଇେ ତାଉ କରେ ଓ ଆପଣା କାର୍ୟ୍ଯ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ବିନାଶପାଇଁ' ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାହେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶ-କରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ଯେଉଁ କମାର କୋଇଲାରେ ଅଗ୍ନିଦେଇ ତାଉ କରେ ଓ ଆପଣା କାର୍ଯ୍ୟ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ‘ବିନାଶପାଇଁ’ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।