Isaiah 54:17 — Compare Translations

5 translations compared side by side

Odia - 1840
"ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ଵା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ । ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭ ବିପକ୍ଷରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହେବ ନାହିଁ। ତୁମ୍ଭ ପ୍ରତିକୂଳରେ କହୁଥିବା ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ।” ସଦାପ୍ରଭୁ କୁହନ୍ତି, “ଆମ୍ଭର ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ଧାର୍ମିକତା ଏହା ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)