Isaiah 54:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସମାନେେ ତୁମ୍ଭର ବାସ ସ୍ଥାନର ୟବନିକା ସବୁ ବିସ୍ତାର କରନ୍ତୁ। ବ୍ଯଯର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ତମ୍ଵୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ଵାଇ ଦିଅ ଓ କିଳାସବୁ ଦୃଢ଼ କର ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ। ବ୍ୟୟର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।