Isaiah 54:3 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭେ ଦକ୍ଷିଣ ଓ ବାମ ରେ ବ୍ଯାପି ୟିବ ଓ ତୁମ୍ଭର ବଂଶ ଅନ୍ୟଦେଶୀଯମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ଯ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି-ସ୍ଥାନ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।