Isaiah 54:4 — Compare Translations

5 translations compared side by side

Odia - 1840
"ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହବେ ନାହିଁ; କିମ୍ବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାୟିବ ନାହିଁ। ତୁମ୍ଭେ ୟୌବନକାଳର ଲଜ୍ଜା ଭୁଲିୟିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୟ କର ନାହିଁ କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ । କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ; କିମ୍ବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ। ତୁମ୍ଭେ ଯୌବନକାଳର ଲଜ୍ଜା ଭୁଲିଯିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।

Recommended Reading