Isaiah 54:5 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ଵାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ଵରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ଵର ବୋଲି ବିଖ୍ୟାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।