Isaiah 54:6 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭ ପରମେଶ୍ବର କୁହନ୍ତି, ତ୍ଯକ୍ତା ଓ ମନୋଦୁଃଖିନୀ ଭାର୍ୟ୍ଯା କିମ୍ବା ୟୌବନକାଳୀନ ପରିତ୍ଯକ୍ତା ଭାର୍ୟ୍ଯାପରି ସଦାପ୍ରଭୁ ତୁମ୍ଭକୁ ଆହ୍ବାନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ପରମେଶ୍ଵର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ଵାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।