Isaiah 54:7 — Compare Translations
5 translations compared side by side
Odia - 1840
"ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ଯାଗ କରିଅଛୁ, ମାତ୍ର ମହାକରୁଣା ରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅଳ୍ପ କ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ୟାଗ କରିଅଛୁ, ମାତ୍ର ମହାକରୁଣାରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଅଳ୍ପକ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅଳ୍ପ କ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।