Isaiah 54:8 — Compare Translations

5 translations compared side by side

Odia - 1840
"ଅତି କୋରଧ ରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାଯୀ ଦୟା ରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା। ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତିଶୟ କୋପରେ ଆମ୍ଭେ ଏକ ନିମିଷମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତ- କାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅତି କ୍ରୋଧରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଗ୍ଭଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା।” ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।