Isaiah 54:9 — Compare Translations
5 translations compared side by side
Odia - 1840
"କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେନ୍ତ ନୋହ ସମୟର ଜଳ ଆଉ ପୃଥିବୀକି ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
“କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।