Isaiah 55:1 — Compare Translations
5 translations compared side by side
Odia - 1840
" ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଦତ୍ତ “ଖାଦ୍ୟ” ପ୍ରକୃତ ସନ୍ତୋଷ ଦିଏ “ହେ ତୃଷାର୍ତ୍ତଗଣ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ୟ ବ୍ୟକ୍ତି ମଧ୍ୟ ଆସୁ। ତୁମ୍ଭେମାନେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ୟରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Odia IRV 2017 (ଓଡିଆ ବାଇବେଲ)
“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।