Isaiah 55:10 — Compare Translations
5 translations compared side by side
Odia - 1840
"ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକି ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକି ବୀଜ ଓ ଭୋଜନକାରୀକି ଭକ୍ଷ୍ୟ ଦିଏନ୍ତ
Odia Bible ERV 2004 (ପବିତ୍ର ବାଇବଲ)
“ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆସେ, ପୁନର୍ବାର ଫେରି ଯାଏ ନାହିଁ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବାରେ ସାହାଯ୍ୟ କରେ ଓ ଭୋଜନକାରୀକୁ ଶସ୍ୟ ଯୋଗାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;