Isaiah 55:11 — Compare Translations

5 translations compared side by side

Odia - 1840
"ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବ ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ଆମ୍ଭ ମୁଖ ନିଃସୃତ ବାକ୍ୟ ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ; ମାତ୍ର ଆମ୍ଭ ଇଚ୍ଛାନୁସାରେ ଆମ୍ଭ ବାକ୍ୟ ସିଦ୍ଧ ହେବ ଏବଂ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରିଅଛୁ, ତାହା ସଫଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।