Isaiah 55:12 — Compare Translations

5 translations compared side by side

Odia - 1840
"ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତ-ଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ଵରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭେମାନେ ଆନନ୍ଦର ସହିତ ବାହାରି ଶାନ୍ତିରେ ଆଗେ ଆଗେ ଯିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।