Isaiah 55:13 — Compare Translations
5 translations compared side by side
Odia - 1840
"କଣ୍ଟକ ବୃକ୍ଷ ପରିବର୍ତେ ଦବଦୋରୁ ବୃକ୍ଷ ଜନ୍ମିବ। ପୁନଶ୍ଚ ତାହା ସଦାପ୍ରଭୁଙ୍କର ମହିମା ସ୍ବରୂପ ହବେ ଓ କବେେ ଧ୍ବଂସ ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ଵରୂପ⇧ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କଣ୍ଟକ ବୃକ୍ଷ ପରିବର୍ତ୍ତେ ଦେବଦାରୁ ବୃକ୍ଷ ଜନ୍ମିବ। ପୁନଶ୍ଚ ତାହା ସଦାପ୍ରଭୁଙ୍କର ମହିମା ସ୍ୱରୂପ ହେବ ଓ କେବେ ଧ୍ୱଂସ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”
Odia IRV 2017 (ଓଡିଆ ବାଇବେଲ)
କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ୱରୂପ ହେବ।”