Isaiah 55:2 — Compare Translations

5 translations compared side by side

Odia - 1840
"ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅଖାଦ୍ୟ ପାଇଁ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋଯୋଗ ସହକାରେ ଆମ୍ଭ କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହେବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Odia IRV 2017 (ଓଡିଆ ବାଇବେଲ)