Isaiah 55:3 — Compare Translations
5 translations compared side by side
Odia - 1840
"କର୍ଣ୍ଣଡ଼ରେି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା⇧ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Odia IRV 2017 (ଓଡିଆ ବାଇବେଲ)
କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।