Isaiah 55:4 — Compare Translations

5 translations compared side by side

Odia - 1840
"ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ, ଗୋଷ୍ଠୀବର୍ଗ ରେ ଶାସକ ଓ ଆଜ୍ଞାଦାତା ରୂପେ ନିୟୁକ୍ତ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ, ଗୋଷ୍ଠୀବର୍ଗରେ ଶାସକ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”