Isaiah 55:5 — Compare Translations

5 translations compared side by side

Odia - 1840
"ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ବାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ବର ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁ ଗୋଷ୍ଠୀକି ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ଵାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ଵିତ କରିଅଛନ୍ତି ⇧।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ୱାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)