Isaiah 55:6 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କର, ଯେହେତୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳିଅଛି। ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କୁ ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Odia IRV 2017 (ଓଡିଆ ବାଇବେଲ)
ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।