Isaiah 55:7 — Compare Translations

5 translations compared side by side

Odia - 1840
"ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ଵରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟାଗ୍ଭରୀ ତା’ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା’ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।