Isaiah 55:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ଲୋକେ ବୁଝିବେ ନାହିଁ ସଦାପ୍ରଭୁ କୁହନ୍ତି, “ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।”