Isaiah 55:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସ୍ବଯଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ବର୍ଗମଣ୍ଡଳ ଉଚ୍ଚତର ସହେିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସହେିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସ୍ୱୟଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ୱର୍ଗମଣ୍ଡଳ ଉଚ୍ଚତର ସେହିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସେହିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
Odia IRV 2017 (ଓଡିଆ ବାଇବେଲ)
“କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।