Isaiah 56:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିସବୁ କହିଛନ୍ତି, ତୁମ୍ଭମାନେେ ନ୍ଯାଯ ପଥ ଏବଂ ତୁମ୍ଭର କର୍ତ୍ତବ୍ଯକୁ ଧର୍ମାନୁସା ରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଗୋଷ୍ଠୀ ସଦାପ୍ରଭୁଙ୍କୁ ଅନୁସରଣ କରିବେ ସଦାପ୍ରଭୁ ଏହିସବୁ କହିଛନ୍ତି, “ତୁମ୍ଭେମାନେ ନ୍ୟାୟ ପଥ ଏବଂ ତୁମ୍ଭର କର୍ତ୍ତବ୍ୟକୁ ଧର୍ମାନୁସାରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।