Isaiah 56:10 — Compare Translations

5 translations compared side by side

Odia - 1840
"ତାହାର ପ୍ରହରିଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସମାନେେ ନିର୍ବାକ ଶ୍ବାନ, ସମାନେେ ଭୁକିପାରନ୍ତି ନାହିଁ। ସମାନେେ ସ୍ବପ୍ନଦର୍ଶୀ, ନିଦ୍ରାଡ଼ ଓ ଶାଇେ ରହିବାକୁ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରହରୀଗଣ ଅନ୍ଧ, ସେସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ଵପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ପ୍ରହରୀଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସେମାନେ ନିର୍ବାକ ଶ୍ୱାନ, ସେମାନେ ଭୁକିପାରନ୍ତି ନାହିଁ। ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ ଓ ଶୋଇ ରହିବାକୁ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପା’ନ୍ତି।