Isaiah 56:11 — Compare Translations
5 translations compared side by side
Odia - 1840
"ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତିଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପେଟୁ କୁକୁର ସଦୃଶ କେବେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ୟ ସେମାନେ ବିଗ୍ଭରଶୂନ୍ୟ ମେଷପାଳକ। ସେମାନେ ଗ୍ଭରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।