Isaiah 56:12 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ କୁହନ୍ତି, ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ସୁରାପାନ ରେ ମତ୍ତ ହବୋ; ପୁନଶ୍ଚ ଆଜି ଯେପରି ହବେ କାଲି ମଧ୍ଯ ସହେିପରି ହବେ ଏବଂ ତାହା ଅପରିମିତ ମହାଦିନ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକେ କହନ୍ତି, ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେପରି କାଲି ହେବ, ତାହା ଅପରିମିତ ମହାଦିନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କୁହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ସୁରାପାନରେ ମତ୍ତ ହେବା; ପୁନଶ୍ଚ ଆଜି ଯେପରି ହେବ କାଲି ମଧ୍ୟ ସେହିପରି ହେବ ଏବଂ ତାହା ଅପରିମିତ ମହାଦିନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”