Isaiah 56:2 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ଏହା କରେ ଓ ଯେଉଁ ମାନବସନ୍ତାନ ଏହା ନିଷ୍ଠାର ସହିତ ଅବଲମ୍ବନ କରେ; ପୁଣି ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁପ୍ରକାର କୁକର୍ମରୁ ନିଜକୁ ନିବୃତ ରେଖ, ସେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ଵନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ଏହା କରେ ଓ ଯେଉଁ ମାନବସନ୍ତାନ ଏହା ନିଷ୍ଠାର ସହିତ ଅବଲମ୍ବନ କରେ; ପୁଣି ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁପ୍ରକାର କୁକର୍ମରୁ ନିଜକୁ ନିବୃତ୍ତ ରଖେ, ସେ ଧନ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”