Isaiah 56:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କଠା ରେ ଆସକ୍ତ ବିଦେଶୀ ନ କହୁ ଯେ ସଦାପ୍ରଭୁ ମାେତେ ଆପଣା ଲୋକଠାରୁ ନିଶ୍ଚଯ ପୃଥକ୍ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହାଇପୋରିବି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ, ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ନ କହୁ ଯେ, ସଦାପ୍ରଭୁ ମୋତେ ଆପଣା ଲୋକଠାରୁ ନିଶ୍ଚୟ ପୃଥକ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହୋଇ ପାରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”
Odia IRV 2017 (ଓଡିଆ ବାଇବେଲ)
“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”