Isaiah 56:4 — Compare Translations

5 translations compared side by side

Odia - 1840
"କାରଣ ନପୁଂସକମାନଙ୍କ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷଯ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହିକଥା କୁହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;”
Odia IRV 2017 (ଓଡିଆ ବାଇବେଲ)
କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;