Isaiah 56:5 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ଆମ୍ଭେ ଆମ୍ଭ ମନ୍ଦିର ମଧିଅରେ ଓ ଆମ୍ଭ ପ୍ରାଚୀର ଭିତ ରେ ପୁତ୍ର କନ୍ଯା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦବୋ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମଦେବା; ଆମ୍ଭେ ସେମାନଙ୍କୁ ଅନନ୍ତ- କାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଆମ୍ଭେ ଆମ୍ଭ ମନ୍ଦିର ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”