Isaiah 56:6 — Compare Translations

5 translations compared side by side

Odia - 1840
"କେତକେ ବିଦେଶୀଯ ସଦାପ୍ରଭୁଙ୍କର ପରିଚର୍ୟ୍ଯା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ ରମେ କରିବା ପାଇଁ ଏବଂ ତାଙ୍କର ଦାସ ହବୋ ନିମନ୍ତେ ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅନ୍ତି। ସମାନେେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“କେତେକ ବିଦେଶୀୟ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଏବଂ ତାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି। ସେମାନେ ବିଶ୍ରାମ ଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;