Isaiah 56:7 — Compare Translations
5 translations compared side by side
Odia - 1840
" ସେ ସମସ୍ତଙ୍କୁ ଆମ୍ଭେ ଆମ୍ଭର ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପବିତ୍ର ପ୍ରାର୍ଥନା ଗୃହ ରେ ସମାନଙ୍କେୁ ଆନନ୍ଦିତ କରିବା। ସମାନଙ୍କେର ନବୈେଦ୍ଯ ଓ ଉତ୍ସର୍ଗ ବଳିଦାନକୁ ଆମ୍ଭେ ଗ୍ରହଣ କରିବା; କାରଣ ଆମ୍ଭର ମନ୍ଦିର ସର୍ବ ଗୋଷ୍ଠୀର ଲୋକମାନଙ୍କର ପ୍ରାର୍ଥନା ମନ୍ଦିର ଭାବରେ ଖ୍ଯାତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନା-ଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ ⇧; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନା-ଗୃହ ବୋଲି ବିଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମସ୍ତଙ୍କୁ ଆମ୍ଭେ ଆମ୍ଭର ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପବିତ୍ର ପ୍ରାର୍ଥନା ଗୃହରେ ସେମାନଙ୍କୁ ଆନନ୍ଦିତ କରିବା। ସେମାନଙ୍କର ନୈବେଦ୍ୟ ଓ ଉତ୍ସର୍ଗ ବଳିଦାନକୁ ଆମ୍ଭେ ଗ୍ରହଣ କରିବା; କାରଣ ଆମ୍ଭର ମନ୍ଦିର ସର୍ବ ଗୋଷ୍ଠୀର ଲୋକମାନଙ୍କର ପ୍ରାର୍ଥନା ମନ୍ଦିର ଭାବରେ ଖ୍ୟାତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)