Isaiah 56:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ଏହିସବୁ କହିଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି, “ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
Odia IRV 2017 (ଓଡିଆ ବାଇବେଲ)
ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”